Deuteronomy 15:22 — Compare Translations
5 translations compared side by side
Odia - 1840
"କିନ୍ତୁ ନିଜ ଫାଟକ ଭିତ ରେ ତୁମ୍ଭମାନେେ ତାକକ୍ସ୍ଟ ଭୋଜନ କରିପାରିବ। ଶକ୍ସ୍ଟଚି ଓ ଅଶକ୍ସ୍ଟଚି ଲୋକ ସମସ୍ତେ ଭୋଜନ କରି ପାରନ୍ତି। କୃଷ୍ତସାର ଓ ହରିଣ ମାଂସ ଭୋଜନ କରିବାର ନିଯମ ଯାହା ଏହି ମାଂସ ଭୋଜନ କରିବାର ନିଯମ ଠିକ୍ ତାହା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ନଗରଦ୍ଵାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନିଜ ଫାଟକ ଭିତରେ ତୁମ୍ଭେମାନେ ତାକୁ ଭୋଜନ କରି ପାରିବ। ଶୁଚି ଓ ଅଶୁଚି ଲୋକ ସମସ୍ତେ ଭୋଜନ କରି ପାରନ୍ତି। କୃଷ୍ଣସାର ଓ ହରିଣ ମାଂସ ଭୋଜନ କରିବାର ନିୟମ ଯାହା ଏହି ମାଂସ ଭୋଜନ କରିବାର ନିୟମ ଠିକ୍ ତାହା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ନଗର-ଦ୍ୱାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ନଗରଦ୍ୱାର ମଧ୍ୟରେ ତାହା ଭୋଜନ କରିବ; ଶୁଚି କି ଅଶୁଚି ଲୋକ ସମାନ ରୂପେ କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରିବେ।