Deuteronomy 15:23 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କବଳେ ତା'ର ରକ୍ତ ଭୋଜନ କରିପାରିବ ନାହିଁ। ତୁମ୍ଭମାନେେ ଜଳପରି ତାହାକକ୍ସ୍ଟ ଭୂମିରେ ଢାଳି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କେବଳ ତା’ର ରକ୍ତ ଭୋଜନ କରି ପାରିବ ନାହିଁ। ତୁମ୍ଭେମାନେ ଜଳପରି ତାହାକୁ ଭୂମିରେ ଢାଳି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।
Odia IRV 2017 (ଓଡିଆ ବାଇବେଲ)
କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।