Deuteronomy 15:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ବିଦେଶୀମାନଙ୍କ ଠାରକ୍ସ୍ଟ ଏହି ଋଣ ପରିଶାଧେ କରିପାରିବ କିନ୍ତୁ ଆପଣା ଭାଇ ଇଶ୍ରାୟେଲୀୟବାସୀଙ୍କକ୍ସ୍ଟ ତାହା ଛାଡ କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବିଦେଶୀମାନଙ୍କଠାରୁ ଏହି ଋଣ ପରିଶୋଧ କରି ପାରିବ କିନ୍ତୁ ଆପଣା ଭାଇ ଇସ୍ରାଏଲୀୟବାସୀଙ୍କୁ ତାହା ଛାଡ଼ କରିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବିଦେଶୀଠାରୁ ତାହା ଆଦାୟ କରି ପାରିବ; ମାତ୍ର ତୁମ୍ଭ ଭାଇଠାରେ ତୁମ୍ଭର ଯାହା କିଛି ଅଛି, ତୁମ୍ଭର ହସ୍ତ ତାହା କ୍ଷମା କରିବ।