Deuteronomy 15:4 — Compare Translations
5 translations compared side by side
Odia - 1840
"ତଥାପି ତକ୍ସ୍ଟମ୍ଭ ଦେଶ ରେ କହେି ଗରିବ ହବେେ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦଇେଛନ୍ତି। ଏହା ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ତରଭରା ଆଶୀର୍ବାଦ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେସମସ୍ତ ଆଜ୍ଞା ମନୋଯୋଗ କରି ପାଳିବାକୁ ଆଜ୍ଞା ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ରବରେ ଯନିପୂର୍ବକ ଅବଧାନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ତୁମ୍ଭ ଦେଶରେ କେହି ଗରିବ ହେବେ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଛନ୍ତି। ଏବଂ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ତରଭରା ଆଶୀର୍ବାଦ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;