Deuteronomy 15:5 — Compare Translations
5 translations compared side by side
Odia - 1840
"କିନ୍ତୁ ଏପରି ହବେ ଯଦି ତୁମ୍ଭମାନେେ ସଦାପ୍ରଭୁ ପରମେଶ୍ବରଙ୍କର ଆଜ୍ଞା ଓ ବିଧିମାନ ପାଳନ କରି ଚଳିବ। ତୁମ୍ଭମାନେେ ସାବଧାନତା ସହକା ରେ ମୁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା ବିଧି କହକ୍ସ୍ଟଛି ତାହା ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦେଇଅଛନ୍ତି, ତହିଁରେ ସଦାପ୍ରଭୁ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏପରି ହେବ ଯଦି ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ଓ ବିଧିମାନ ପାଳନ କରି ଚଳିବ। ତୁମ୍ଭେମାନେ ସାବଧାନତା ସହକାରେ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା ବିଧି କହୁଅଛି ତାହା ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।