Deuteronomy 15:6 — Compare Translations

5 translations compared side by side

Odia - 1840
"ତବେେ ତାଙ୍କର ପ୍ରତିଜ୍ଞା ଅନକ୍ସ୍ଟସା ରେ ତୁମ୍ଭର ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। ଏବଂ ତୁମ୍ଭମାନେେ ଅନକେ ରାଷ୍ଟ୍ରମାନଙ୍କୁ ଋଣ ଦବେ, ମାତ୍ର ତୁମ୍ଭେ ଋଣ କରିବ ନାହିଁ। ତୁମ୍ଭମାନେେ ଅନ୍ୟରାଷ୍ଟ୍ରମାନଙ୍କୁ ଶାସନ କରିବ ମାତ୍ର ତକ୍ସ୍ଟମ୍ଭ ଉପରେ କହେି ଶାସନ କରି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତାଙ୍କର ପ୍ରତିଜ୍ଞା ଅନୁସାରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। ଏବଂ ତୁମ୍ଭେମାନେ ଅନେକ ରାଷ୍ଟ୍ରମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ। ତୁମ୍ଭେମାନେ ଅନ୍ୟରାଷ୍ଟ୍ରମାନଙ୍କୁ ଶାସନ କରିବ ମାତ୍ର ତୁମ୍ଭ ଉପରେ କେହି ଶାସନ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)