Deuteronomy 16:1 — Compare Translations
5 translations compared side by side
Odia - 1840
"ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବ “ଆବୀବ ମାସର ପର୍ବକୁ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସମ୍ମାନ ଦେବା ପାଇଁ ନିସ୍ତାରପର୍ବ ପାଳନ କର। କାରଣ ଆବୀବ ମାସରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ରାତ୍ରିକାଳରେ ମିଶରରୁ ବାହାର କରି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରିକାଳରେ ମିସରରୁ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ।