Deuteronomy 16:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଆଶୀର୍ବାଦ ଅନକ୍ସ୍ଟସା ରେ ତୁମ୍ଭେ ପ୍ରଚକ୍ସ୍ଟର ପରିମାଣ ରେ ଆପଣା ହସ୍ତର ସ୍ବେଛାଦତ ଉପହାର ଦଇେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସଲ୍ଗାହ ସମକ୍ସ୍ଟହର ଉତ୍ସବ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ସପ୍ତାହସମୂହର ଉତ୍ସବ ପାଳନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ୱେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଶୀର୍ବାଦ ଅନୁସାରେ ତୁମ୍ଭେ ପ୍ରଚୁର ପରିମାଣରେ ଆପଣା ହସ୍ତର ସ୍ଵେଚ୍ଛାଦତ୍ତ ଉପହାର ଦେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସପ୍ତାହ ସମୂହର ଉତ୍ସବ ପାଳନ କରିବ;