Deuteronomy 16:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣଯ କରିବେ, ସହେି ସ୍ଥାନ ରେ ତାଙ୍କ ସମ୍ମକ୍ସ୍ଟଖ ରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର ତୁମ୍ଭର କନ୍ଯା ଓ ତୁମ୍ଭର ଦାସ ଦାସୀ, ତକ୍ସ୍ଟମ୍ଭ ନଗର ଦ୍ବାରର ଲବେୀୟ ଲୋକ ଓ ତକ୍ସ୍ଟମ୍ଭ ମଧିଅରେ ଥିବା ବିଦେଶୀଯ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣ୍ଣୟ କରିବେ, ସେହି ସ୍ଥାନରେ ତାଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ତୁମ୍ଭର କନ୍ୟା ଓ ତୁମ୍ଭର ଦାସ ଦାସୀ, ତୁମ୍ଭ ନଗର ଦ୍ୱାରର ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)