Deuteronomy 16:12 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ତୁମ୍ଭେ ଯେ ମିଶର ରେ ଦାସ ଥିଲକ୍ସ୍ଟ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋୟୋଗ କରି ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ଯେ ମିଶରରେ ଦାସ ଥିଲୁ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।