Deuteronomy 16:13 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯେତବେେଳେ ଖଳାରକ୍ସ୍ଟ ଶସ୍ଯ ସଂଗ୍ରହ କରି ସାରିଲା ପରେ ଓ ଯେତବେେଳେ ଆପଣା ଦ୍ରାକ୍ଷାକ୍ଷତରେକ୍ସ୍ଟ ସଂଗ୍ରହ କଲାପରେ ସାତଦିନ ପାଇଁ କକ୍ସ୍ଟଟୀରପର୍ବ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
କୁଟୀର ପର୍ବ “ତୁମ୍ଭେମାନେ ଯେତେବେଳେ ଖଳାରୁ ଶସ୍ୟ ସଂଗ୍ରହ କରି ସାରିଲା ପରେ ଓ ଯେତେବେଳେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ସଂଗ୍ରହ କଲାପରେ ସାତ ଦିନ ପାଇଁ କୁଟୀରପର୍ବ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶସ୍ୟମର୍ଦ୍ଦନ ସ୍ଥାନରୁ ଓ ଆପଣା ଦ୍ରାକ୍ଷାଯନ୍ତ୍ରରୁ ସଂଗ୍ରହ କଲା ଉତ୍ତାରେ ସାତ ଦିନ ପତ୍ରକୁଟୀର ପର୍ବ ପାଳନ କରିବ;