Deuteronomy 16:14 — Compare Translations

5 translations compared side by side

Odia - 1840
"ଉତ୍ସବ ସମୟରେ ତୁମ୍ଭେ ଓ ତକ୍ସ୍ଟମ୍ଭ ପକ୍ସ୍ଟତ୍ର, କନ୍ଯା, ଦାସ, ଦାସୀ ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାରବର୍ତ୍ତୀ ଲେବୀୟ ଲୋକ ଓ ବିଦେଶୀ ଓ ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ସବ ସମୟରେ ତୁମ୍ଭେ ଓ ତୁମ୍ଭ ପୁତ୍ର, କନ୍ୟା, ଦାସ, ଦାସୀ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ବିଦେଶୀ ପିତୃହୀନ ଓ ବିଧବା ତୁମ୍ଭେ ସମସ୍ତେ ଆନନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆପଣା ଉତ୍ସବ ସମୟରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ, ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ, ବିଦେଶୀ, ପିତୃହୀନ ଓ ବିଧବା, (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।