Deuteronomy 16:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ମନୋନୀତ ସ୍ଥାନ ରେ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ। କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଭୂମିରକ୍ସ୍ଟ ଉତ୍ପନ୍ନ ସମସ୍ତ ଦ୍ରବ୍ଯ ରେ ଓ ତକ୍ସ୍ଟମ୍ଭ ସମସ୍ତ କଠିନ କର୍ମ ପାଇଁ ତୁମ୍ଭକୁ ଆଶୀର୍ବାଦ କରିବେ। ତେଣୁ ତୁମ୍ଭେ ଆନନ୍ଦିତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ମନୋନୀତ ସ୍ଥାନରେ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ। କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ସମସ୍ତ କଠିନ କର୍ମ ପାଇଁ ତୁମ୍ଭକୁ ଆଶୀର୍ବାଦ କରିବେ। ତେଣୁ ତୁମ୍ଭେ ଆନନ୍ଦିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।