Deuteronomy 16:18 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ବାରା ଦତ୍ତ ସମସ୍ତ ସହର ପାଇଁ ବିଚାରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରେତ୍ୟକକ ଗୋଷ୍ଠୀଯ ଏପରି କରିବା ଉଚିତ୍। ଏବଂ ସହେି ଲୋକମାନେ ସମାନଙ୍କେୁ ଶାସନ କରିବେ ଓ ନ୍ଯାଯ ସକ୍ସ୍ଟରକ୍ଷିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେସମସ୍ତ ନଗର ଦେବେ, ତହିଁର ଦ୍ଵାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀଗଣ “ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ୱାରା ଦତ୍ତ ସମସ୍ତ ସହର ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରତ୍ୟେକ ଗୋଷ୍ଠୀୟ ଏପରି କରିବା ଉଚିତ୍। ଏବଂ ସେହି ଲୋକମାନେ ସେମାନଙ୍କୁ ଶାସନ କରିବେ ଓ ନ୍ୟାୟ ସୁରକ୍ଷିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।
Odia IRV 2017 (ଓଡିଆ ବାଇବେଲ)