Deuteronomy 16:19 — Compare Translations
5 translations compared side by side
Odia - 1840
"ତୁମ୍ଭେ ସର୍ବଦା ନ୍ଯାଯବାନ ହବେ। ନ୍ଯାଯ ରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭମାନେେ ଉତ୍କୋଚ ନଇେ ଅନ୍ଯାଯ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମୀକମାନଙ୍କର ବାକ୍ଯ ଅନ୍ୟଥା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସର୍ବଦା ନ୍ୟାୟବାନ ହେବ। ନ୍ୟାୟରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭେମାନେ ଉତ୍କୋଚ ନେଇ ଅନ୍ୟାୟ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଅନ୍ୟାୟ ବିଚାର କରିବ ନାହିଁ; ତୁମ୍ଭେ ମନୁଷ୍ୟର ମୁଖାପେକ୍ଷା କରିବ ନାହିଁ; କିଅବା ତୁମ୍ଭେ ଲାଞ୍ଚ ନେବ ନାହିଁ; କାରଣ ଲାଞ୍ଚ ଜ୍ଞାନୀମାନଙ୍କର ଚକ୍ଷୁ ଅନ୍ଧ କରେ ଓ ଧାର୍ମିକମାନଙ୍କ ବାକ୍ୟ ଅନ୍ୟଥା କରେ।