Deuteronomy 16:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିସ୍ତାର ପର୍ବୀଯ ନବୈେଦ୍ଯ ପାଇଁ ଗୋମଷୋଦି ପଲରକ୍ସ୍ଟ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଦବେ, ଯେଉଁଠା ରେ ସେ ତାଙ୍କର ନାମ ସ୍ଥାପନ ପାଇଁ ପସନ୍ଦ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିସ୍ତାରପର୍ବୀୟ ନୈବେଦ୍ୟ ପାଇଁ ଗୋମେଷାଦି ପଲରୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ଦେବ, ଯେଉଁଠାରେ ସେ ତାଙ୍କର ନାମ ସ୍ଥାପନ ପାଇଁ ପସନ୍ଦ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗୋମେଷାଦି ପଲରୁ ନିସ୍ତାରପର୍ବୀୟ ବଳିଦାନ କରିବ।