Deuteronomy 16:20 — Compare Translations

5 translations compared side by side

Odia - 1840
"ଯାହା ସର୍ବୋତଭାବେ, ୟାଥାର୍ଥ ତୁମ୍ଭେ ତା'ର ଅନକ୍ସ୍ଟଗାମୀ ହକ୍ସ୍ଟଅ। ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ସର୍ବୋତଭାବେ ଯଥାର୍ଥ, ତୁମ୍ଭେ ତା’ର ଅନୁଗାମୀ ହୁଅ। ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)
ଯାହା ସର୍ବତୋଭାବେ ଯଥାର୍ଥ, ତୁମ୍ଭେ ତହିଁର ଅନୁଗାମୀ ହୁଅ, ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।