Deuteronomy 16:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ତୁମ୍ଭେ ଯେଉଁ ୟଜ୍ଞବଦେୀ ନିର୍ମାଣ କରିବ, ତହିଁ ନିକଟରେ ଆଶରୋର ମୂର୍ତ୍ତି ବୋଲି କୌଣସି ପ୍ରକାର କାଠ ସ୍ଥାପନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିମାଗୁଡ଼ିକୁ ପରମେଶ୍ୱର ଘୃଣା କରନ୍ତି “ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଠ ସ୍ଥାପନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।