Deuteronomy 16:22 — Compare Translations

5 translations compared side by side

Odia - 1840
"ମୂର୍ତ୍ତିଗକ୍ସ୍ଟଡିକ ସକାେଶ, କୌଣସି କୀର୍ତ୍ତୀସ୍ତମ୍ଭ ସ୍ଥାପନ କର ନାହିଁ, ଯାହାକକ୍ସ୍ଟ ସଦାପ୍ରଭୁ ତୁମ୍ଭର ପରମେଶ୍ବର ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଘୃଣା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ତ୍ତିଗୁଡ଼ିକ ସକାଶେ, କୌଣସି କୀର୍ତ୍ତୀସ୍ତମ୍ଭ ସ୍ଥାପନ କର ନାହିଁ, ଯାହାକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଘୃଣା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଘୃଣା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କିଅବା ତୁମ୍ଭେ ଆପଣା ପାଇଁ କୌଣସି ସ୍ତମ୍ଭ ଉତ୍‍ଥାପନ କରିବ ନାହିଁ; ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଘୃଣା କରନ୍ତି।