Deuteronomy 16:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏହି ପର୍ବ ରେ ଖମିର ଭୋଜନ କରିବା ଉଚିତ୍ ନକ୍ସ୍ଟହଁ। ସାତଦିନ ପର୍ୟ୍ଯନ୍ତ ତୁମ୍ଭମାନେେ 'ତାଡି ଶୂନ୍ଯ ରୋଟୀ' ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହାଇେ ତୁମ୍ଭମାନେେ ମିଶର ଦେଶ ପରିତ୍ଯାଗ କଲ। ଏହିପରି ଭାବରେ ତକ୍ସ୍ଟମ୍ଭ ଜୀବନ ସାରା ମିଶର ଦେଶରକ୍ସ୍ଟ ଆସିଥିବା କଥା ମନେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୋଟୀ ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହି ପର୍ବରେ ଖମିର ଭୋଜନ କରିବା ଉଚିତ୍ ନୁହଁ। ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ‘ତାଡ଼ି ଶୂନ୍ୟ ରୋଟୀ’ ଭୋଜନ କରିବା ଉଚିତ୍, ଗରିବର ରୋଟୀ। କାରଣ ତରବର ହୋଇ ତୁମ୍ଭେମାନେ ମିଶର ଦେଶ ପରିତ୍ୟାଗ କଲ। ଏହିପରି ଭାବରେ ତୁମ୍ଭ ଜୀବନ ସାରା ମିଶର ଦେଶରୁ ଆସିଥିବା କଥା ମନେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍‍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।
Odia IRV 2017 (ଓଡିଆ ବାଇବେଲ)