Deuteronomy 16:4 — Compare Translations

5 translations compared side by side

Odia - 1840
"ଏବଂ ସାତଦିନ ତୁମ୍ଭର ସବୁଆଡେ ତାଡୀ ଦଖାେ ନ ଯାଉ। ପ୍ରଥମ ଦିନର ସନ୍ଧ୍ଯା ସମୟରେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ପ୍ରଭାତ ପର୍ୟ୍ଯନ୍ତ ଅବଶିଷ୍ଟ ନ ରହକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ; ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସାତ ଦିନ ତୁମ୍ଭର ସବୁଆଡ଼େ ତାଡ଼ି ଦେଖା ନ ଯାଉ। ପ୍ରଥମ ଦିନର ସନ୍ଧ୍ୟା ସମୟରେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସାତ ଦିନ ତୁମ୍ଭର ସମସ୍ତ ଅଞ୍ଚଳରେ ତାଡ଼ି ଦେଖା ନ ଯାଉ ଅବା ପ୍ରଥମ ଦିନର ସନ୍ଧ୍ୟା ବେଳେ ତୁମ୍ଭେ ଯେଉଁ ବଳି ଉତ୍ସର୍ଗ କରିବ, ତହିଁର କିଛି ମାଂସ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ଅବଶିଷ୍ଟ ନ ରହୁ।