Deuteronomy 16:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭକୁ ଯେଉଁ ନଗର ଦବେେ ତହିଁର କୌଣସି ନଗର ମଧିଅରେ ତୁମ୍ଭମାନେେ ନିସ୍ତାରପର୍ବିଯ ବଳି ଉତ୍ସର୍ଗ କରିବା ଉଚିତ୍ ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେ ଯେ ନଗରଦ୍ଵାର ଦେବେ, ତହିଁର କୌଣସି ଦ୍ଵାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭକୁ ଯେଉଁ ନଗର ଦେବେ ତହିଁର କୌଣସି ନଗର ମଧ୍ୟରେ ତୁମ୍ଭେମାନେ ନିସ୍ତାରପର୍ବୀୟ ବଳି ଉତ୍ସର୍ଗ କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର-ଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗରଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।