Deuteronomy 16:6 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସଠାେରେ ନିସ୍ତାର ପର୍ବର ବଳି ଉତ୍ସର୍ଗ କରିବା ଉଚିତ୍। ସଂନ୍ଧ୍ଯା ସମୟର, ସୂର୍ୟ୍ଯାସ୍ତ ବେଳେ ତୁମ୍ଭେ ତାହା କର। ଠିକ୍ ସହେି ସମୟରେ ତୁମ୍ଭମାନଙ୍କୁ ମିଶରରକ୍ସ୍ଟ ବାହାର କରି ଅଣା ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେଠାରେ ନିସ୍ତାରପର୍ବର ବଳି ଉତ୍ସର୍ଗ କରିବା ଉଚିତ୍। ସନ୍ଧ୍ୟା ସମୟର, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ତାହା କର। ଠିକ୍ ସେହି ସମୟରେ ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଅଣା ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସନ୍ଧ୍ୟା ସମୟରେ, ସୂର୍ଯ୍ୟାସ୍ତ ବେଳେ ତୁମ୍ଭେ ମିସରରୁ ବାହାରିବା ଋତୁରେ ନିସ୍ତାରପର୍ବୀୟ ବଳିଦାନ କରିବ।