Deuteronomy 16:7 — Compare Translations
5 translations compared side by side
Odia - 1840
"ଆଉ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ସ୍ଥାନ ମନୋନୀତ କରିବେ, ସହେି ସ୍ଥାନ ରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହକ୍ସ୍ଟଁ ତୁମ୍ଭେ ପ୍ରଭାତ ରେ ଆପଣା ତମ୍ବୁକକ୍ସ୍ଟ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ଵୁକୁ ଫେରିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ରାନ୍ଧି ଭୋଜନ କରିବ। ତହୁଁ ତୁମ୍ଭେ ପ୍ରଭାତରେ ଆପଣା ତମ୍ବୁକୁ ଫେରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ତାହା ପାକ କରି ଭୋଜନ କରିବ; ତହୁଁ ତୁମ୍ଭେ ପ୍ରାତଃକାଳରେ ଆପଣା ତମ୍ବୁକୁ ଫେରିଯିବ।