Deuteronomy 17:1 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଯେଉଁ ବଳି ଉତ୍ସର୍ଗ କରିବ ବାଛକ୍ସ୍ଟରୀ ହେଉ କିଅବା ମଷେ ହେଉ, ସମାନଙ୍କେର କୌଣସି ଖକ୍ସ୍ଟଣ ନ ଥିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାହାକକ୍ସ୍ଟ ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁ; କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ଘୃଣିତ ବସ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ନିଖୁଣ ପ୍ରାଣୀକୁ ବଳି ଉତ୍ସର୍ଗ କର “ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଉତ୍ସର୍ଗ କରିବ ବାଛୁରି ହେଉ କିଅବା ମେଷ ହେଉ, ସେମାନଙ୍କର କୌଣସି ଖୁଣ ନ ଥିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାହାକୁ ଘୃଣା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।