Deuteronomy 17:10 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ମନୋନୀତ ସ୍ଥାନରକ୍ସ୍ଟ ସମାନେେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁରେ ମର୍ମ ଅନକ୍ସ୍ଟସା ରେ ତୁମ୍ଭେ କର୍ମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ।