Deuteronomy 17:11 — Compare Translations

5 translations compared side by side

Odia - 1840
"ବ୍ଯବସ୍ଥାର ମର୍ମ ଅନକ୍ସ୍ଟସା ରେ ସମାନେେ ତୁମ୍ଭକୁ ଯାହା ଶିଖାଇବେ ଓ ବିଗ୍ଭରର ନିଷ୍ପତ୍ତି ବିଷଯ ରେ ସମାନେେ ତୁମ୍ଭକୁ ଯାହା କହିବେ ଓ ତୁମ୍ଭମାନେେ ସହେିପରି କରିବ। ସମାନେେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତାହାକକ୍ସ୍ଟ ବଦଳାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଗ୍ଭରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ ଓ ତୁମ୍ଭେମାନେ ସେହିପରି କରିବ। ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତାହାକୁ ବଦଳାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)