Deuteronomy 17:12 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ୟିଏ କି ଛିଡା ହକ୍ସ୍ଟଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସବୋ କରେ, ତାକକ୍ସ୍ଟ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବା ଉଚିତ୍ା ତେଣୁ ତୁମ୍ଭେ ଇଶ୍ରାୟେଲରକ୍ସ୍ଟ କକ୍ସ୍ଟକର୍ମ ବାହାର କରିଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେ ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯିଏ ଦୁଃସାହସରେ କର୍ମ କରେ, ସେ ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ବ୍ୟକ୍ତି ଯାଜକର ବିଗ୍ଭର ଅବମାନନା କରିବାକୁ ସାହସ କରେ ଯିଏ କି ଛିଡ଼ା ହୁଏ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ସେବା କରେ, ତାକୁ ମୃତ୍ୟୁ ଦଣ୍ତ ଦିଆଯିବା ଉଚିତ୍। ତେଣୁ ତୁମ୍ଭେ ଇସ୍ରାଏଲରୁ କୁକର୍ମ ବାହାର କରିଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।
Odia IRV 2017 (ଓଡିଆ ବାଇବେଲ)