Deuteronomy 17:13 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ସମସ୍ତ ଲୋକେ ଏକଥା ଶକ୍ସ୍ଟଣିବେ, ସମାନେେ ଭୟ କରିବେ ଓ ଆଉ ଏପରି କରିବାକୁ କହେି ସାହସ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକେ ଏକଥା ଶୁଣିବେ, ସେମାନେ ଭୟ କରିବେ ଓ ଆଉ ଏପରି କରିବାକୁ କେହି ସାହସ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ।