Deuteronomy 17:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶମଧ୍ଯକକ୍ସ୍ଟ ପ୍ରବେଶ କରିବ। ତୁମ୍ଭମାନେେ ସଠାେରେ ବାସ କରିବ। ଏହାପରେ ତୁମ୍ଭମାନେେ ଏପରି କହିବ ଯେ, 'ଅନ୍ୟ ଗୋଷ୍ଠୀଯମାନଙ୍କ ପରି ଆମ୍ଭେ ମଧ୍ଯ ଆମ୍ଭମାନଙ୍କ ଉପରେ ଏକ ରାଜା ନିୟକ୍ସ୍ଟକ୍ତି କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ;
Odia Bible ERV 2004 (ପବିତ୍ର ବାଇବଲ)
କିପରି ରାଜା ବାଛିବ “ତୁମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶମଧ୍ୟକୁ ପ୍ରବେଶ କରିବ। ତୁମ୍ଭେମାନେ ସେଠାରେ ବାସ କରିବ। ଏହା ପରେ ତୁମ୍ଭେମାନେ ଏପରି କହିବ ଯେ, ‘ଅନ୍ୟ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କରିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; “ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା,” ଯେବେ ଏହି କଥା କହିବ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ;