Deuteronomy 17:15 — Compare Translations
5 translations compared side by side
Odia - 1840
"ସେତବେେଳେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯାହାକକ୍ସ୍ଟ ମନୋନୀତ କରିବେ, ତାଙ୍କୁ ହିଁ ତୁମ୍ଭେ ତୁମ୍ଭମାନଙ୍କ ଉପରେ ରାଜା କରିବ। ତୁମ୍ଭମାନେେ ଆପଣା ଭାତୃଗଣମାନଙ୍କ ମଧ୍ଯରକ୍ସ୍ଟ ଜଣଙ୍କକ୍ସ୍ଟ ଆପଣା ଉପରେ ରାଜାଭାବେ ନିୟକ୍ସ୍ଟକ୍ତ କରିବ। ୟିଏ ତୁମ୍ଭର ଭାଇ ନକ୍ସ୍ଟ ହେଁ ଏପରି ବିଦେଶୀଯ ବ୍ଯକ୍ତିକକ୍ସ୍ଟ ରାଜା ଭାବେ ମନୋନୀତ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକି ରାଜା କରି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାଙ୍କୁ ହିଁ ତୁମ୍ଭେ ତୁମ୍ଭମାନଙ୍କ ଉପରେ ରାଜା କରିବ। ତୁମ୍ଭେମାନେ ଆପଣା ଭାତୃଗଣମାନଙ୍କ ମଧ୍ୟରୁ ଜଣକୁ ଆପଣା ଉପରେ ରାଜାଭାବେ ନିଯୁକ୍ତ କରିବ। ଯିଏ ତୁମ୍ଭର ଭାଇ ନୁହେଁ ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା ଭାବେ ମନୋନୀତ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁ ରାଜା କରି ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯାହାକୁ ମନୋନୀତ କରିବେ, ତାହାକୁ ହିଁ ତୁମ୍ଭେ ଆପଣା ଉପରେ ରାଜା କରିବ; ତୁମ୍ଭେ ଆପଣା ଭ୍ରାତୃଗଣ ମଧ୍ୟରୁ ଜଣକୁ ଆପଣା ଉପରେ ରାଜା କରି ନିଯୁକ୍ତ କରିବ; ଯେ ତୁମ୍ଭର ଭ୍ରାତା ନୁହେଁ, ଏପରି ବିଦେଶୀୟ ବ୍ୟକ୍ତିକୁୁ ରାଜା କରି ପାରିବ ନାହିଁ।