Deuteronomy 17:16 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ରାଜା ନିଜ ପାଇଁ ଅନକେ ଅଶ୍ବ ରଖିବ ନାହିଁ। କିଅବା ଅନକେ ଅଶ୍ବ ରଖିବା ନିମନ୍ତେ ଲୋକମାନଙ୍କୁ ମିଶରକକ୍ସ୍ଟ ପଠାଇବ ନାହିଁ। କାରଣ ସଦାପ୍ରଭୁ କହିଛନ୍ତି, 'ଏହି ସମୟଠାରକ୍ସ୍ଟ ତୁମ୍ଭମାନେେ ଆଉ ଏ ପଥରେ ଫରେିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ଵ ରଖିବ ନାହିଁ, କିଅବା ଅନେକ ଅଶ୍ଵ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏ ସମୟଠାରୁ ସେ ପଥରେ ଆଉ ଫେରି ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ରାଜା ନିଜ ପାଇଁ ଅନେକ ଅଶ୍ୱ ରଖିବ ନାହିଁ। କିଅବା ଅନେକ ଅଶ୍ୱ ରଖିବା ନିମନ୍ତେ ଲୋକମାନଙ୍କୁ ମିଶରକୁ ପଠାଇବ ନାହିଁ। କାରଣ ସଦାପ୍ରଭୁ କହିଛନ୍ତି, ‘ଏହି ସମୟଠାରୁ ତୁମ୍ଭେମାନେ ଆଉ ଏ ପଥରେ ଫେରିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରି ଯିବ ନାହିଁ।