Deuteronomy 17:18 — Compare Translations
5 translations compared side by side
Odia - 1840
"ଏବଂ ସେ ଯେତବେେଳେ ଶାସନ କରିବାକୁ ସିଂହାସନ ରେ ବ ସେ, ଲବେୀୟ ଯାଜକମାନେ ରଖିଥିବା ନଳାକାର ନିଯମ ପସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଲେଖି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ସେ ଯେତେବେଳେ ଶାସନ କରିବାକୁ ସିଂହାସନରେ ବସେ, ଲେବୀୟ ଯାଜକମାନେ ରଖିଥିବା ନଳାକାର ନିୟମ ପୁସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ।