Deuteronomy 17:19 — Compare Translations

5 translations compared side by side

Odia - 1840
"ଏବଂ ତାହା ତାଙ୍କ ନିକଟରେ ରହିବ। ଏବଂ ସେ ତାକକ୍ସ୍ଟ ୟାବତ୍ ଜୀବନ ପାଠ କରିବ। ତହିଁରେ ସେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ଭୟ କରିବାକୁ ଓ ଏହି ବ୍ଯବସ୍ଥାର ସମସ୍ତ ବାକ୍ଯ ଓ ବିଧି ପାଳନ କରିବାକୁ ଶିକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତାହା ତାଙ୍କ ନିକଟରେ ରହିବ। ଏବଂ ସେ ତାକୁ ଯାବଜ୍ଜୀବନ ପାଠ କରିବ। ତହିଁରେ ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;