Deuteronomy 17:2 — Compare Translations

5 translations compared side by side

Odia - 1840
"ଯଦି କେତକେ ପୁରୁଷ ଓ ସ୍ତ୍ରୀ ସଦାପ୍ରଭୁଙ୍କର ନିଯମ ଅବମାନନା କରନ୍ତି ଏବଂ ପାପ କରନ୍ତି ଏବଂ ମାେ ଆଦେଶ ବିରକ୍ସ୍ଟଦ୍ଧ ରେ ୟାଆନ୍ତି, ଯେ କୌଣସି ନଗର ମଧିଅରେ ଯେଉଁଗୁଡିକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି ଏବଂ ତାଙ୍କର ନିଯମ ଭଂଗ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେ ଯେ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ଵାର ମଧ୍ୟରେ ଯେବେ କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ତ୍ତିପୂଜା ପାଇଁ ଦଣ୍ତ “ଯଦି କେତେକ ପୁରୁଷ ଓ ସ୍ତ୍ରୀ ସଦାପ୍ରଭୁଙ୍କର ନିୟମ ଅବମାନନା କରନ୍ତି ଏବଂ ପାପ କରନ୍ତି ଏବଂ ମୋ’ ଆଦେଶ ବିରୁଦ୍ଧରେ ଯାଆନ୍ତି, ଯେକୌଣସି ନଗର ମଧ୍ୟରେ ଯେଉଁଗୁଡ଼ିକୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି ଏବଂ ତାଙ୍କର ନିୟମ ଭଙ୍ଗ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗର-ଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ