Deuteronomy 17:20 — Compare Translations
5 translations compared side by side
Odia - 1840
"ତାଙ୍କର ହୃଦଯ ଅହଙ୍କାରି ହବୋ ଉଚିତ୍ ନକ୍ସ୍ଟହଁ। ସେ ନିଯମରକ୍ସ୍ଟ ବିମକ୍ସ୍ଟଖ ହବୋ ଉଚିତ୍ ନକ୍ସ୍ଟହଁ। ନିଯମକକ୍ସ୍ଟ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତବେେ ସେ ଓ ତା'ର ଭବିଷ୍ଯତ ବଂଶଧରମାନେ ଇଶ୍ରାୟେଲ ରେ ବହକ୍ସ୍ଟଦିନ ଧରି ରାଜତ୍ବ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ, ନାହିଁ ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ହୃଦୟ ଅହଙ୍କାରି ହେବା ଉଚିତ୍ ନୁହଁ। ସେ ନିୟମରୁ ବିମୁଖ ହେବା ଉଚିତ୍ ନୁହଁ। ନିୟମକୁ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତେବେ ସେ ଓ ତା’ର ଭବିଷ୍ୟଦ୍ ବଂଶଧରମାନେ ଇସ୍ରାଏଲରେ ବହୁଦିନ ଧରି ରାଜତ୍ୱ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ଵର ଦିନ ବଢ଼ାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ୱର ଦିନ ବଢ଼ାଇ ପାରିବ।