Deuteronomy 17:3 — Compare Translations
5 translations compared side by side
Odia - 1840
"ଏବଂ ଅନ୍ୟ ଦବଗେଣର ସବୋ କରନ୍ତି ଓ ସୂର୍ୟ୍ଯ, ଚନ୍ଦ୍ର କିଅବା କୌଣସି ଆକାଶୀଯ ବାହିନୀକକ୍ସ୍ଟ ପୂଜା କରନ୍ତି ଯାହା ମୁ ଆଦେଶ ଦଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକି ପୂଜା କରିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅନ୍ୟ ଦେବଗଣର ସେବା କରନ୍ତି ଓ ସୂର୍ଯ୍ୟ, ଚନ୍ଦ୍ର କିଅବା କୌଣସି ଆକାଶୀୟ ବାହିନୀକୁ ପୂଜା କରନ୍ତି ଯାହା ମୁଁ ଆଦେଶ ଦେଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;
Odia IRV 2017 (ଓଡିଆ ବାଇବେଲ)
ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;