Deuteronomy 17:4 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନେେ ଏପରି କିଛିଶକ୍ସ୍ଟଣ, ତବେେ ତୁମ୍ଭେ ଏଗୁଡିକୁ ଭଲଭାବେ ଅନକ୍ସ୍ଟଧ୍ଯାନ କରିବ। ଯଦି ତୁମ୍ଭେ ଜାଣିବ ଏହା ସତ୍ଯ ତବେେ ଜାଣିବ ଇଶ୍ରାୟେଲର ଘାରେ ଅବନତୀ ଘଟିଛି। ଯଦି ତୁମ୍ଭେ ପ୍ରମାଣ କଲ ଏପରି ଘଟିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ଏପରି କିଛି ଶୁଣ, ତେବେ ତୁମ୍ଭେ ଏଗୁଡ଼ିକୁ ଭଲଭାବେ ଅନୁଧ୍ୟାନ କରିବ। ଯଦି ତୁମ୍ଭେ ଜାଣିବ ଏହା ସତ୍ୟ ତେବେ ଜାଣିବ ଇସ୍ରାଏଲର ଘୋର ଅବନତୀ ଘଟିଛି। ଯଦି ତୁମ୍ଭେ ପ୍ରମାଣ କଲ ଏପରି ଘଟିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;
Odia IRV 2017 (ଓଡିଆ ବାଇବେଲ)
ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି;