Deuteronomy 17:5 — Compare Translations

5 translations compared side by side

Odia - 1840
"ତବେେ ଏପରି ଅପକର୍ମ କରିଥିବା ସହେି ଲୋକଙ୍କକ୍ସ୍ଟ ଦଣ୍ତିତ କରିବ। ତୁମ୍ଭେ ସହେି ଲୋକଟିକକ୍ସ୍ଟ ନଗରଦ୍ବାର ବାହାରକକ୍ସ୍ଟ ଆଣି ପଥର ଫିଙ୍ଗି ତାକକ୍ସ୍ଟ ସମସ୍ତଙ୍କ ଆଗ ରେ ମାରିବା ଉଚିତ୍, ସେ ପୁରୁଷ କିମ୍ବା ସ୍ତ୍ରୀ ହାଇେଥାଉ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକି ନଗରଦ୍ଵାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଏପରି ଅପକର୍ମ କରିଥିବା ସେହି ଲୋକଙ୍କୁ ଦଣ୍ତିତ କରିବ। ତୁମ୍ଭେ ସେହି ଲୋକଟିକୁ ନଗରଦ୍ୱାର ବାହାରକୁ ଆଣି ପଥର ଫିଙ୍ଗି ତାକୁ ସମସ୍ତଙ୍କ ଆଗରେ ମାରିବା ଉଚିତ୍, ସେ ପୁରୁଷ କିମ୍ବା ସ୍ତ୍ରୀ ହୋଇଥାଉ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗର-ଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗରଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ।