Deuteronomy 17:6 — Compare Translations

5 translations compared side by side

Odia - 1840
"କବଳେ ଜଣେ ସାକ୍ଷୀ ପାଇଲି ତାକକ୍ସ୍ଟ ମୃତକ୍ସ୍ଟ୍ଯଦଣ୍ତ ଦିଆୟିବା ଉଚିତ୍ ନକ୍ସ୍ଟହଁ। କିନ୍ତୁ ଯଦି ତା'ର ଦକ୍ସ୍ଟଇଟି ବା ଦକ୍ସ୍ଟଇଟିରକ୍ସ୍ଟ ଅଧିକ ସାକ୍ଷୀ ଥାଏ ତବେେ ତାକକ୍ସ୍ଟ ମୃତକ୍ସ୍ଟ୍ଯଦଣ୍ତ ଦିଆୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଣଦଣ୍ତଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ଵାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ଵାରା ତାହାର ପ୍ରାଣଦଣ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଜଣେ ସାକ୍ଷୀ ପାଇଲେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍ ନୁହଁ। କିନ୍ତୁ ଯଦି ତା’ର ଦୁଇଟି ବା ଦୁଇଟିରୁ ଅଧିକ ସାକ୍ଷୀ ଥାଏ ତେବେ ତାକୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଣଦଣ୍ଡ ଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।