Deuteronomy 17:7 — Compare Translations

5 translations compared side by side

Odia - 1840
"ସାକ୍ଷୀମାନେ ପ୍ରଥମେ ସହେି ଲୋକକୁ ମାରିବା ପାଇଁ ପ୍ରଥମେ ପଥର ଫିଙ୍ଗିବେ। ଏହାପରେ ଅନ୍ୟ ସମସ୍ତ ଲୋକେ ତାକକ୍ସ୍ଟ ପଥରମାନ ଫିଙ୍ଗି ମାରିବେ। ଏହିପରି ଭାବରେ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ଦକ୍ସ୍ଟଷ୍ଟ ଲୋକମାନଙ୍କୁ ବାହାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରାଣଦଣ୍ତ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ । ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସାକ୍ଷୀମାନେ ପ୍ରଥମେ ସେହି ଲୋକକୁ ମାରିବା ପାଇଁ ପ୍ରଥମେ ପଥର ଫିଙ୍ଗିବେ। ଏହା ପରେ ଅନ୍ୟ ସମସ୍ତ ଲୋକେ ତାକୁ ପଥରମାନ ଫିଙ୍ଗି ମାରିବେ। ଏହିପରି ଭାବରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଷ୍ଟ ଲୋକମାନଙ୍କୁ ବାହାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।