Deuteronomy 17:8 — Compare Translations
5 translations compared side by side
Odia - 1840
"ଏପରି କେତକେ ଘଟିପା ରେ ଯାହାକି ତୁମ୍ଭମାନଙ୍କ ବିଗ୍ଭରପାଇଁ ତୁମ୍ଭମାନଙ୍କୁ କଷ୍ଟ ହାଇପୋ ରେ। ଏପରିକି ରକ୍ତପାତ, ଚକ୍ସ୍ଟକ୍ତି ବିବାଦ, ମଧିଅରେ ଆଘାତ ଦଖାୟୋଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହକ୍ସ୍ଟଏ, ତବେେ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିରୂପିତ ସ୍ଥାନକକ୍ସ୍ଟ ସମସ୍ତେ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ନଗରଦ୍ଵାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯେବେ ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ମନୋନୀତ ସ୍ଥାନକୁ ଯିବ;
Odia Bible ERV 2004 (ପବିତ୍ର ବାଇବଲ)
ନ୍ୟାୟାଳୟର କଠିନ ନିଷ୍ପତ୍ତି “ଏପରି କେତେକ ଘଟିପାରେ ଯାହାକି ତୁମ୍ଭମାନଙ୍କ ବିଗ୍ଭର ପାଇଁ ତୁମ୍ଭମାନଙ୍କୁ କଷ୍ଟ ହୋଇପାରେ। ଏପରିକି ରକ୍ତପାତ, ଚୁକ୍ତି ବିବାଦ, ବିବାଦ ମଧ୍ୟରେ ଆଘାତ ଦେଖାଯାଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହୁଏ, ତେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିରୂପିତ ସ୍ଥାନକୁ ସମସ୍ତେ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;