Deuteronomy 17:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ଲବେୀ ପରିବାରବର୍ଗର ଯାଜକମାନଙ୍କ ପାଖକକ୍ସ୍ଟ ଓ ବିଗ୍ଭରକର୍ତ୍ତା ନିକଟକକ୍ସ୍ଟ ୟିବା ଉଚିତ୍, ଯେଉଁମାନେ ସେସମୟରେ ଉପସ୍ଥିତ ଥିଲେ। ଆଉ ତୁମ୍ଭମାନେେ ବକ୍ସ୍ଟଝିବ ତହିଁରେ ସମାନେେ ତୁମ୍ଭକୁ ବିଗ୍ଭରର ନିଷ୍ପତ୍ତି ଜଣାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତା ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଲେବୀ ପରିବାରବର୍ଗର ଯାଜକମାନଙ୍କ ପାଖକୁ ଓ ବିଗ୍ଭରକର୍ତ୍ତା ନିକଟକୁ ଯିବା ଉଚିତ୍, ଯେଉଁମାନେ ସେସମୟରେ ଉପସ୍ଥିତ ଥିଲେ। ଆଉ ତୁମ୍ଭେମାନେ ବୁଝିବ ତହିଁରେ ସେମାନେ ତୁମ୍ଭକୁ ବିଗ୍ଭରର ନିଷ୍ପତ୍ତି ଜଣାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;