Deuteronomy 18:1 — Compare Translations
5 translations compared side by side
Odia - 1840
" ଲବେୀୟ ପରିବାରବର୍ଗର ଇଶ୍ରାୟେଲଙ୍କଠାରକ୍ସ୍ଟ କୌଣସି ଅଂଶ କି ଅଧିକାର ପାଇବେ ନାହିଁ। ଯେଉଁମାନେ ଯାଜକ ହବେେ, ସମାନେେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାଙ୍କର ଅଧିକୃତ ଦ୍ରବ୍ଯ ଭୋଗ କରବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଓ ଲେବୀମାନଙ୍କୁ ସମର୍ଥନ “ଲେବୀୟ ପରିବାରବର୍ଗ ଇସ୍ରାଏଲଙ୍କଠାରୁ କୌଣସି ଅଂଶ କି ଅଧିକାର ପାଇବେ ନାହିଁ। ଯେଉଁମାନେ ଯାଜକ ହେବେ, ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ।