Deuteronomy 18:10 — Compare Translations

5 translations compared side by side

Odia - 1840
"ତୁମ୍ଭର ପକ୍ସ୍ଟତ୍ର କନ୍ଯାମାନଙ୍କୁ ୟଜ୍ଞବଦେୀ ଅଗ୍ନି ରେ ଦଗ୍ଧକରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶକ୍ସ୍ଟଭାଶକ୍ସ୍ଟଭ ବାଦୀ, ଗଣକ କି ମାଯାବିଙ୍କଠାରକ୍ସ୍ଟ କିଛି ଶିକ୍ଷା କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ଯଜ୍ଞବେଦି ଅଗ୍ନିରେ ଦ‌‌ଗ୍‌‌ଧ କରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, ଗଣକ କି ମାୟାବିଙ୍କଠାରୁ କିଛି ଶିକ୍ଷା କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
Odia IRV 2017 (ଓଡିଆ ବାଇବେଲ)
ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,