Deuteronomy 18:11 — Compare Translations

5 translations compared side by side

Odia - 1840
"ମାହେକ, ଭୂତକ୍ସ୍ଟଡିଯା, ଗକ୍ସ୍ଟଣୀ କି ପ୍ ରତେ ପରାମର୍ଶୀ ଲୋକ ତକ୍ସ୍ଟମ୍ଭ ମଧିଅରେ କହେି ଯେପରି ଦଖାୟିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋହକ, ଭୂତୁଡ଼ିୟା, ଗୁଣୀ କି ପ୍ରେତ ପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ କେହି ଯେପରି ଦେଖାଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ।