Deuteronomy 18:12 — Compare Translations
5 translations compared side by side
Odia - 1840
"କାରଣ ଏପରି କର୍ମ ୟିଏ କରେ, ସେ ସଦାପ୍ରଭୁଙ୍କର ଘୃଣାର ପାତ୍ର, ଏବଂ ସହେି ଘୃଣ୍ଯକର୍ମ ସକାଶକ୍ସ୍ଟ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ସମାନଙ୍କେୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ତଡି ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେ କେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏପରି କର୍ମ ଯିଏ କରେ, ସେ ସଦାପ୍ରଭୁଙ୍କର ଘୃଣାର ପାତ୍ର, ଏବଂ ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉ ଅଛନ୍ତି।