Deuteronomy 18:16 — Compare Translations

5 translations compared side by side

Odia - 1840
"ପରମେଶ୍ବର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ଯଦ୍ ବକ୍ତାମାନଙ୍କୁ ପଠାଇବେ। କାରଣ ତକ୍ସ୍ଟମ୍ଭମାନେ ଏପରି କରିବାକୁ କହିଥିଲ। ଯେତବେେଳେ ତୁମ୍ଭମାନେେ ହାରେବେ ପର୍ବତ ନିକଟରେ ଏକତ୍ରିତ ହାଇେଥିଲ, ତୁମ୍ଭମାନେେ ସଦାପ୍ରଭୁ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରିଥିଲ। ଆମ୍ଭେ ଯମେନ୍ତ ମରକ୍ସ୍ଟ, 'ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ବରଙ୍କ ବାକ୍ଯ ପକ୍ସ୍ଟନର୍ବାର ନ ଶକ୍ସ୍ଟଣ କିଅବା ଏହି ମହାଗ୍ନି ଆଉ ଯେପରି ନ ଦେଖକ୍ସ୍ଟ, ନଚେତ୍ ଆମ୍ଭେ ସବୁ ମରିୟିବକ୍ସ୍ଟ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇବେ। କାରଣ ତୁମ୍ଭେମାନେ ଏପରି କରିବାକୁ କହିଥିଲ। ଯେତେବେଳେ ତୁମ୍ଭେମାନେ ହୋରେବ ପର୍ବତ ନିକଟରେ ଏକତ୍ରିତ ହୋଇଥିଲ, ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲ। ଆମ୍ଭେ ଯେମନ୍ତ ମରୁ, ‘ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ବାକ୍ୟ ପୁନର୍ବାର ନ ଶୁଣୁ କିଅବା ଏହି ମହାଗ୍ନି ଆଉ ଯେପରି ନ ଦେଖୁ, ନଚେତ୍ ଆମ୍ଭେ ସବୁ ମରିଯିବୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।