Deuteronomy 18:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ କହିଲେ, ' ସମାନେେ ଯାହା କହିଛନ୍ତି, ତାହା ଭଲ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋତେ କହିଲେ, ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ମୋତେ କହିଲେ, ‘ସେମାନେ ଯାହା କହିଛନ୍ତି, ତାହା ଭଲ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋତେ କହିଲେ, “ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି।”