Deuteronomy 18:2 — Compare Translations
5 translations compared side by side
Odia - 1840
"ସହେି ଲବେୀୟମାନେ ଅନ୍ୟ ପରିବାରବର୍ଗ ପରି ଭୂମିରକ୍ସ୍ଟ ଅଧିକାର ପାଇବେ ନାହିଁ। ସଦାପ୍ରଭୁ ବାକ୍ଯ ଅନକ୍ସ୍ଟସା ରେ ସଦାପ୍ରଭୁ ହିଁ ସମାନଙ୍କେର ଅଧିକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲେବୀୟମାନେ ଅନ୍ୟ ପରିବାରବର୍ଗ ପରି ଭୂମିରୁ ଅଧିକାର ପାଇବେ ନାହିଁ। ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ସଦାପ୍ରଭୁ ହିଁ ସେମାନଙ୍କର ଅଧିକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ଅଟନ୍ତି।